ଗୋଛାପଡା ପୋଲିସ କୁ ମିଳିଲା ସଫଳତା, ୨ କୁଇଣ୍ଟାଲ ରୁ ଊର୍ଧ୍ଵ ଗଂଜେଇ ଜବତ

Udaya_Labanya | April 22, 2023 | 19 views |0 | Breaking News , Crime , District


ଫୁଲବାଣୀ(ସୁନୀଲ ପଟନାୟକ )ଶୁକ୍ରବାର ଗୋଛାପଡା ପୋଲିସ
କୁ ମିଳିଛି ବଡ଼ ସଫଳତା lକନ୍ଧମାଳ ଏସପି ଶୁଭେନ୍ଦୁ କୁମାର ପାତ୍ର ଙ୍କ ନିର୍ଦେଶ କ୍ରମେ ଗୋଛାପଡା ଥାନା ଅଧିକାରୀ ରଂଜିତ କୁମାର ମୁନି ଙ୍କ ନେତ୍ତୃତ୍ଵରେ ପୋଲିସ ଟିମ ସଲାଗୁଡ଼ା ପଂଚାୟତ ଅନ୍ତର୍ଗତ ସାଙ୍ଗୁଯୋଡ଼ା ଟଣାଶୁ ରାସ୍ତା କଡରେଗଂଜେଇ ଚାଲାଣ କରିବାବେଳେ ଚଢ଼lଉ କରି ୨ କୁଇଣ୍ଟାଲ ୧ ୬ କେଜି ଗଂଜେଇ ଜବତ କରିଛି l

ବହୁ ପରିମାଣ ର ଗଂଜେଇ ଚୋରା ଚାଲାଣ କରିବା ଲାଗି ଟଣା ଶୁ ରାସ୍ତା କଡରେ ମହଜୁଦ ରଖା ଯାଇଥିବା ନେଇ କୌଣସି ସୁତ୍ର ରୁ ଖବର ପାଇ ପୋଲିସ ଟିମ ଅତର୍କିତ ଚଢ଼ାଉ କରି ଜବତକରିଥିଲେ l ଏ ସମ୍ପର୍କରେ ପୋଲିସ ମଧ୍ୟ ପ୍ରଦେଶ ଡାଟିଆ ଜିଲ୍ଲା ଅନ୍ତର୍ଗତ ଦେଓରା ଗ୍ରାମର ମନହର ରାଜପୁତ, ଓ ରାହୁଲ ଭାସ୍କର ବୋଲି ଥାନା ଅଧିକାରୀ ରଂଜିତ ମୁନି କହିଛନ୍ତି l
ଗୋଛାପଡା ପୋଲିସ ୫ ୮ /୨ ୩ ରେ ମାମଲା ରୁଜ୍ଜୁ କରିଥିବା ଥାନା ଅଧିକାରୀ ମୁନି କହିଛନ୍ତି l
ଆଗକୁ ଏଭଳି ଚଢ଼ାଉ ଜାରି ରହିବ ବୋଲି ଥାନା ଅଧିକାରୀ ରଂଜିତ କୁମାର ମୁନି କହିଛନ୍ତି l

Share this

Related Posts

ନୂଆପାଟଣା ବୌଦ୍ଧ ସଂଘ ଦ୍ୱାରା ଶାନ୍ତିପୂର୍ଣ କ୍ୟାଣ୍ଡେଲ…

Udaya_Labanya | June 10, 2023 | 17 views |0

l ନୂଆପାଟଣା ( ଉଲ୍ଲାପ୍ର )ଶୁକ୍ରବାର ସନ୍ଧ୍ୟା ୭ ଘଟିକା ୩୦ ମିନିଟ ସମୟରେ ଐତିହାସିକ ବୋଧିବୃକ୍ଷ ବୋଧିଦ୍ରୁମ ବୁଦ୍ଧ ବିହାର ଠାରେ ନୂଆପାଟଣା ବୋୖଦ୍ଧ ସଂଘ ତରଫରୁ ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀଙ୍କ ସ୍ମୃତିଚାରଣ ଓ…

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views | 0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

Leave a Reply

Your email address will not be published. Required fields are marked *

Archives

Categories