ଫିରିଙ୍ଗିଆ ପୋଲିସ ଚଢ଼ାଉ ୫ ୫ କେଜି ରୁ ଊର୍ଧ୍ଵ ଗଂଜେଇଜବତ

Udaya_Labanya | May 13, 2023 | 13 views |0 | Breaking News , Crime , District


ଫୁଲବାଣୀ (ସୁନୀଲ ପଟନାୟକ )
ଶୁକ୍ରବାର ଫିରିଙ୍ଗିଆ ପୋଲିସ
କୁ ମିଳିଛି ବଡ଼ ସଫଳତା lକନ୍ଧମାଳ ଏସପି ଶୁଭେନ୍ଦୁ କୁମାର ପାତ୍ର ଙ୍କ ନିର୍ଦେଶ କ୍ରମେ ଫିରିଙ୍ଗିଆ ଥାନା ଅଧିକାରୀ ତପନ କୁମାର ନାହାକ ଙ୍କ ବଳିଷ୍ଠ ନେତ୍ତୃତ୍ଵରେ ପୋଲିସ ଟିମ ସଦଳ ବଳେସାଇତିଙ୍ଗିଆ ନିକଟ ମାଂଗମୁଣ୍ଡା ଘାଟି ନିକଟ ରେ ଏକ ବାଇକ ସହ ୫ ୫ କେଜି ଚାରି ଶହ ଗ୍ରାମ ଗଂଜେଇ ଜବତ କରିଛି l ଏ ସମ୍ପର୍କରେ ରୂପଧର କହଁର ନାମକ ଜଣେ ବ୍ୟକ୍ତି ଙ୍କୁ ଗିରଫ କରିଛି l

ବାଇକ ଯୋଗେ ଗଂଜେଇ ଚୋରା ଚାଲାଣ ହେଉଥିବା ନେଇ କୌଣସି ସୁତ୍ର ରୁ ଖବର ପାଇଫିରିଙ୍ଗିଆ ପୋଲିସ ଟିମ ଚଢ଼ାଉ କରି ଜବତକରିଥିଲେ l

ଏ ସମ୍ପର୍କରେ ଫିରିଙ୍ଗିଆ ପୋଲିସ ୭୬ /୨୩ ରେ ମାମଲା ରୁଜ୍ଜୁ କରିଥିବା ଥାନା ଅଧିକାରୀ ତପନ ନାହାକ କହିଛନ୍ତି l
ସେହିପରି ଫିରିଙ୍ଗିଆ ଥାନା ଅନ୍ତର୍ଗତ ବିଭିନ୍ନଜଙ୍ଗଲ ରେ ଅତର୍କିତ ଚଢ଼ାଉ କରି ଏକର ଏକର ବେଆଇନ ଗଂଜେଇ ଚାଷସବୁ ନଷ୍ଟ କରି ଥିଲା ପୋଲିସ lଏଥିସହ ସଚେତନତା ମଧ୍ଯସୃଷ୍ଟି କରୁଛି ପୋଲିସ l କନ୍ଧମାଳ ଏସପି ଶୁଭେନ୍ଦୁ ପାତ୍ର ଙ୍କ ସମୟୋ ଚିତ ପଦକ୍ଷେପ ଯୋଗୁଁ ପୋଲିସ ସଫଳତା ହାସଲ କରୁଥିବା ଜଣାପଡିଛି l

Share this

Related Posts

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views |0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର…

Udaya_Labanya | June 8, 2023 | 8 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି l ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ…

Leave a Reply

Your email address will not be published. Required fields are marked *

Archives

Categories