ଜନ ସମାବେଶ ଅନୁଷ୍ଠିତ

Udaya_Labanya | May 21, 2023 | 38 views |0 | Breaking News , District

ଜଗତସିଂହପୁର ( ଉଲ୍ଲାପ୍ର )ଜଗତସିଂହପୁର ଜିଲ୍ଲା ତ୍ରିତଲ ବ୍ଲକ ସଅଁର ଗ୍ରାମ, ଗତିଃଶ୍ୱର ମହାଦେବ ଙ୍କ ପରିସର ରେ ଉତ୍କଳ ଶିବଶକ୍ତି ମନ୍ଦିର ପୂଜକ ସଂଘ,ଓଡ଼ିଶାର ରାଜ୍ୟ ସଭାପତି ପରମଶୈବ ଲଳିତ ମହାପାତ୍ର ଏବଂ ରାଜ୍ୟ ସମ୍ପାଦକ ଆଚାର୍ଯ୍ୟ ବ୍ୟମୋକେଶ ମହାପାତ୍ର ଙ୍କ ଆହ୍ୱାନ କ୍ରମେ, ଜଗତସିଂହପୁର ଜିଲ୍ଲା ଶାଖା ପକ୍ଷରୁ ଶୈବ ପୂଜକ ମାନଙ୍କର ଏକ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ ଉପସଭାପତି ଅଜୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେସମ୍ପୃକ୍ତ ବ୍ଲକର ଶତାଧିକ ଶୈବ ପୂଜକ ଯୋଗଦେଇଥିବା ବେଳେ ସଂଘର ବିସ୍ତାର ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା।ଆଗାମୀ ଦିନରେ ସଂଘର କାର୍ଯ୍ୟଧାରା କୁ ବିସ୍ତାରିତ କରିବା ସହ ବିଭିନ୍ନ ଜନ କଲ୍ୟାଣ ମୂଳକ କାର୍ଯ୍ୟ କରାଯିବା ନିମନ୍ତେ ପ୍ରସ୍ତାବ ଗ୍ରହଣ କରାଯାଇଥିଲା।ଜିଲ୍ଲା ସଭାପତି ଓ ସମ୍ପାଦକ—–କାର୍ଯ୍ୟକ୍ରମ କୁ ପରିଚାଳନା କରିଥବା ବେଳେ ସ୍ଥାନୀୟ ଶୈବସେବାୟତ ମାନେ ସହଯୋଗ କରିଥିଲେ।

Share this

Related Posts

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views |0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର…

Udaya_Labanya | June 8, 2023 | 8 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି l ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ…

Leave a Reply

Your email address will not be published. Required fields are marked *

Archives

Categories