ରାସ୍ତା କଡରେ ବିପଦସଙ୍କୁଳ ଅବସ୍ଥାରେ ଶୁଖିଲା ଗଛ

Udaya_Labanya | July 15, 2023 | 13 views |0 | Breaking News , District


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଖଜୁରିପଡ଼ା ବ୍ଲକ ଅନ୍ତର୍ଗତ ବାରପୁଲିଆଠାରୁ ପକାନା ଗାଁକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କର ମଧ୍ୟ ଭାଗରେ ନବଗୁବା ଛକ। ସେହି ଛକ ନିକଟ ରାସ୍ତା କଡ଼ରେ ଥିବା ଏକ ବଡ଼ ଶୁଖିଲା ଆମ୍ବଗଛ ଟି ଅତି ବିପଦସଙ୍କୁଳ ଅବସ୍ଥାରେ ରହିଛି। ସେହି ରାସ୍ତାରେ ଲୋକେ ଯାତାୟାତ କରିବା ବେଳେ କେତେବେଳେ ଯେ ଅଘଟଣ ନ ଘଟିବ ତାହା କହି ହେଉନାହିଁ। ଏଣୁ ଏଥିପ୍ରତି ବିଭାଗୀୟ ଉଚ୍ଚ ଅଧିକାରୀ ମାନେ ତୁରନ୍ତ ଦୃଷ୍ଟି ଦେଇ ଗଛଟିକୁ ହଟାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

Share this

Related Posts

କାମାକ୍ଷାନଗର ଅବକାରୀ ବିଭାଗର ସଫଳତା ।ବିଭିନ୍ନ ଜାଗା…

Udaya_Labanya | September 28, 2023 | 12 views |0

କାମାକ୍ଷାନଗର ( ଉଲ୍ଲାପ୍ର )କାମାକ୍ଷାନଗର ଅବକାରୀ ବିଭାଗ ପକ୍ଷରୁ କଙ୍କଡ଼ାହାଡ଼ ବିରାସାଳ ଅଞ୍ଚଳ , କାମାକ୍ଷାନଗର ଅଞ୍ଚଳ ଓ ତୁମୁସୀଙ୍ଗା ଅଞ୍ଚଳ ଚଢ଼ାଉ କରାଯାଇ ଅଠର ଟି ମକଦ୍ଦମା ରୁଜୁ ହୋଇ ଥିବା ବେଳେ ସତର ଜଣଙ୍କୁ ଗିରଫ କରିବା ସହ,୫ଶହ…

ଫୁଲବାଣୀ ରେ ବର୍ଦ୍ଧିତ ହୋଲ୍ଡିଙ୍ଗ ଟ୍ୟାକ୍ସ ସମ୍ପର୍କରେ…

Udaya_Labanya | September 28, 2023 | 10 views | 0

ଫୁଲବାଣୀ (ସୁନୀଲ ପଟନାୟକ)ଫୁଲବାଣୀ ସହର ରେ ବର୍ତ୍ତମାନ୍ହୋଲଡିଂ ଟ୍ୟାକ୍ସ ବୃଦ୍ଧି କରାଯାଇଥିବାରୁ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଛି lଏହାକୁ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ପୂର୍ବରୁ ବିରୋଧ କରାଯାଇ ଆସୁଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରିବା…

Leave a Reply

Your email address will not be published. Required fields are marked *

Archives

Categories