ଯୋଡ଼ା ମୁଣ୍ଡ ଶିଶୁ ଜଗା ହାତରେ ଭଉଣୀ ବାନ୍ଧିଲା ରାଖୀ

Udaya_Labanya | August 30, 2023 | 18 views |0 | Breaking News , District


ଫୁଲବାଣୀ ( ଉଲ୍ଲାପ୍ର )
ଆଜି ହେଉଛିପବିତ୍ର ରକ୍ଷା ବନ୍ଧନ l ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ଭାଇର ମଙ୍ଗଳ କାମନା କରିବା ସହ ଜୀବନ ସାରା ଭାଇ ଠାରୁ ସୁରକ୍ଷାର ବଚନ ନେଇଥାଏ l ଫୁଲବାଣୀ ଶିଶୁ ୱାର୍ଡ ର କଟେଜ ରେ ଯୋଡ଼ା ମୁଣ୍ଡ ଶିଶୁ ଜଗା ହାତରେ ରାକ୍ଷୀ ବାନ୍ଧିଛି ତାର ସୁନା ଭଉଣୀ ସୁଭଦ୍ରା l ଜଗା ନିଜ ଭଉଣୀ ଠାରୁ ରାକ୍ଷୀ ବାନ୍ଧିବା ପରେ ବେଶ୍ ଖୁସି ଅନୁଭବ କରିଥିଲା l ଜଗାକୁ ଛାଡି କାଳିଆ ଚାଲିଯିବା ପରେ ଜଗା ଘରକୁ ସାନ ଭଉଣୀ ସୁଭଦ୍ରା ଆସିଥିଲା ତାକୁ ଦେଖି ଜଗା ବହୁତ ଖୁସି ହୋଇଥିଲା କାଳିଆ ର ବିୟୋଗ ପରେ ଜଗା ମନରେ ଦୁଖଃ ଥିଲା ଭଉଣୀ କୁ ପାଇ ଜଗା ସେହି ଦୁଃଖକୁ ଭୁଲିଯାଇଥିଲା l ଆଜି ରକ୍ଷା ବନ୍ଧନରେ ଭଉଣୀ ହାତରୁ ରଖି ପିନ୍ଧି ଜାଗା ବେଶ୍ ଖୁସି ହୋଇ ଥିବା ଜଗା ର ମା ପୁଷ୍ପାଞ୍ଜଳି କହଁର ଓ ବାପା ଭୂୟାଁ କହଁର କହିଛନ୍ତି ା ସେହିଭଳି ସ୍ଵେଚ୍ଛାସେବୀ ସଂଗଠନ ଟିମ ହ୍ୟୁମାନ୍ନିଟି ର ଯୁବତୀ ମାନେ ଅଗ୍ନିସମ ବାହିନୀ, ପୋଲିସ ଓ ବ୍ଲଡ୍ ବ୍ୟାଙ୍କ୍ ର ସଦସ୍ଯ ମାନଙ୍କୁ ରାକ୍ଷୀ ବାନ୍ଧିଥିଲେ ା

Share this

Related Posts

କାମାକ୍ଷାନଗର ଅବକାରୀ ବିଭାଗର ସଫଳତା ।ବିଭିନ୍ନ ଜାଗା…

Udaya_Labanya | September 28, 2023 | 12 views |0

କାମାକ୍ଷାନଗର ( ଉଲ୍ଲାପ୍ର )କାମାକ୍ଷାନଗର ଅବକାରୀ ବିଭାଗ ପକ୍ଷରୁ କଙ୍କଡ଼ାହାଡ଼ ବିରାସାଳ ଅଞ୍ଚଳ , କାମାକ୍ଷାନଗର ଅଞ୍ଚଳ ଓ ତୁମୁସୀଙ୍ଗା ଅଞ୍ଚଳ ଚଢ଼ାଉ କରାଯାଇ ଅଠର ଟି ମକଦ୍ଦମା ରୁଜୁ ହୋଇ ଥିବା ବେଳେ ସତର ଜଣଙ୍କୁ ଗିରଫ କରିବା ସହ,୫ଶହ…

ଫୁଲବାଣୀ ରେ ବର୍ଦ୍ଧିତ ହୋଲ୍ଡିଙ୍ଗ ଟ୍ୟାକ୍ସ ସମ୍ପର୍କରେ…

Udaya_Labanya | September 28, 2023 | 10 views | 0

ଫୁଲବାଣୀ (ସୁନୀଲ ପଟନାୟକ)ଫୁଲବାଣୀ ସହର ରେ ବର୍ତ୍ତମାନ୍ହୋଲଡିଂ ଟ୍ୟାକ୍ସ ବୃଦ୍ଧି କରାଯାଇଥିବାରୁ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଛି lଏହାକୁ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ପୂର୍ବରୁ ବିରୋଧ କରାଯାଇ ଆସୁଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରିବା…

Leave a Reply

Your email address will not be published. Required fields are marked *

Archives

Categories