ଗେଙ୍ଗୁଟିଆ ଉ.ପ୍ରା ବିଦ୍ୟାଳୟର ବାର୍ଷିକୋତ୍ସବ
ଢେଙ୍କାନାଳ( ଉଲ୍ଲାପ୍ର )ଢେଙ୍କାନାଳ ସହର ଉପକଣ୍ଠରେ ଅବସ୍ଥିତ ଗେଙ୍ଗୁଟିଆ ସରକାରୀ ଉ.ପ୍ରା. ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମହାଆଡମ୍ବର ସହକାରେ ପାଳନ ହୋଇଯାଇଅଛି । ଉକ୍ତ ଉତ୍ସବକୁ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ସରପଂଚ କୈଳାସ ଚନ୍ଦ୍ର ଦେହୁରୀ, ସମ୍ମାନିତ ଅତିଥି ଭାବେ ସମିତିସଭ୍ୟା ଚିନା ସେଠୀ, ପରିଚାଳନା ସମିତିର ସଭାପତି ପ୍ରଗତି ସାହୁ ଓ ମୋ ସ୍କୁଲ୍ ଅଭିଯାନର ସଭାପତି ପ୍ରଦୀପ କୁମାର ମଲ୍ଲିକ ଉପସ୍ଥିତ ଥିଲେ । ମୁଖ୍ୟ ବକ୍ତା ରୂପେ ମୋ […]