ପ୍ରଭୁଙ୍କ ମନ୍ଦିର ପାଇଁ ବାଟ ଫିଟାଇଲେ ସୁପ୍ରିମକୋର୍ଟ ।
ବହୁ ପ୍ରତୀକ୍ଷିତ ଅଯୋଧ୍ୟା ବିବାଦ ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ସୁପ୍ରିମକୋର୍ଟଙ୍କ ଦ୍ବାରା ପ୍ରଦତ୍ତ ରାୟକୁ ଦେଶବାସୀ ଉତ୍ସୁକତାର ସହିତ ଅପେକ୍ଷା କରିଥିଲେ। ନଭେମ୍ବର ୧୭ରେ ରାୟ ଶୁଣାଣି ହେବ ବୋଲି ପୂର୍ବରୁ ସୁପ୍ରିମକୋର୍ଟ ଦିନ ଧାର୍ଯ୍ୟ କରିଥିଲେ। କିନ୍ତୁ ହଠାତ୍ ଧାର୍ଯ୍ୟ ତାରିଖ ପରିବର୍ତ୍ତନ କରାଯାଇ ନଭେମ୍ବର ୯ ଶନିବାର ରାୟ ଘୋଷଣା କରଯିବ ବୋଲି ନିଷ୍ପତ୍ତି ନେଇଥିଲେ। ତେବେ ଦେଶର ସବୁଠାରୁ ପୁରାତନ ଜମି ବିବାଦ ମାମଲାର ଆଦ୍ୟ କେଉଁଠୁ ହୋଇଥିଲା ଏବଂ […]