ରାଶିଫଳ
ମେଷ: କାର୍ଯ୍ୟାନୁଷ୍ଠାନ ସମୟ ଉପଯୋଗୀ ହେବ। ପଡ଼ୋଶୀ ଓ ବନ୍ଧୁଙ୍କ ସହାୟତା ପାଇଁ ସାହସ ବୃଦ୍ଧି ପାଇବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭ କାର୍ଯ୍ୟ କରିପାରନ୍ତି। ଋଣ ପରିଶୋଧ କରିବେ। ସୁସମ୍ବାଦ ମିଳିବ। ବୃଷ: ଅଧ୍ୟୟନରତ ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ଶୁଭ ଖବର ପାଇ ଖୁସି ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହିବେ। ମିଥୁନ: ପରିଶ୍ରମର ମୂଲ୍ୟ ମିଳିବ। କେେତକ କ୍ଷେତ୍ରରେ […]