କେମିତି ଜାଣିବେ କରୋନା ଭାଇରସ
: ବର୍ତ୍ତମାନ ସୁଦ୍ଧା ବିଶ୍ବର ୮୦ରୁ ଅଧିକ ଦେଶରେ କରୋନା ଭାଇରସ ବ୍ୟାପିଲାଣି। କରୋନାକୁ ନେଇ ଲାଗି ରହିଥିବା ଆତଙ୍କ ବିଶ୍ବବାସୀଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏହି ଭାଇରସ୍ ଏତେ କ୍ଷୁଦ୍ର ଯେ, ଏହାର ସଂକ୍ରମଣ ମଣିଷ ପାଇଁ ବିପଦ ସୃଷ୍ଟି କରିଛି। ମଣିଷର କେଶଠାରୁ ୯୦୦ ଗୁଣ ପତଳା ଏହି ଭାଇରସ ଏବେ ସବୁଠି ଆତଙ୍କ ସୃଷ୍ଟି କରିଛି। ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଜଣେ କରୋନା ଭାଇରସ ଆକ୍ରାନ୍ତ ରୋଗୀଠାରୁ ଅନ୍ୟ ଜଣେ କେତେ […]