ସିଲ୍ ହେଲା ପଟିଆରେ ଥିବା ବିଗ୍ ବଜାର ସପିଂ ମଲ୍
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଧୀନସ୍ଥ ପଟିଆରେ ଥିବା ବିଗ୍ ବଜାର ସପିଂ ମଲ୍କୁ ଆଜି ସିଲ୍ କରାଯାଇଥିବା ଜଣାଯାଇଛି। ପାର୍କିଂ ସମସ୍ୟା, ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବା ଓ ବିଡିଏ ଗାଇଡଲାଇନର ଉଲ୍ଲଂଘନ କରାଯାଇ ଏହାର ନିର୍ମାଣ କରାଯାଇଥିବାରୁ ଏହି ସପିଂ ମଲକୁ ସିଲ୍ କରାଯାଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଗୁରୁବାର ସକାଳୁ ଏହି ସିଲ୍ ପକ୍ରିୟା ଆରମ୍ଭ ହୋଇଥିଲା । ବିଏମସି କମିସନର୍ ଓ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ […]