ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର
ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା ଠାରେ ଥିବା ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର ଆୟୋଜନ କରାଯାଇଥିଲାl ଏଥିରେ ମୂଖ୍ୟ ଅତିଥି ଭାବେ ଅତିରିକ୍ତ ସ୍ୱତନ୍ତ୍ର ବିଚାରପତି ସନ୍ତୋଷ କୁମାର ଜେନା ,ସି ଜେ ଏମ ସାଇ କାତ ପାତ୍ର, l ଲି ଗାଲ ଏଡ ସଚିବ ଶ୍ରୀମତୀ ଅନୁସୟା […]