ଜ଼ିଲ୍ଲାସ୍ତରୀୟ ଯୁବଉତ୍ସବ କାର୍ଯ୍ୟକ୍ରମ
ଫୁଲବାଣୀ(ଉଳାପ୍ର )ଫୁଲବାଣୀ ସହରର ସ୍ଥାନୀୟ ଗାନ୍ଧୀସ୍ମୃତି ଭବନ ଫୁଲବାଣୀ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଜ଼ିଲ୍ଲାସ୍ତରୀୟ ଯୁବ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଉପ ଜ଼ିଲ୍ଲାପାଳ ଶେଷ ଦେବ ମିଶ୍ର ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜ଼ିଲ୍ଲା କ୍ରୀଡା ଅଧିକାରୀ ରାକେଶ କୁମାର ନାୟକ , ବ୍ଲକ ଉନୟନ ଅଧିକାରୀ ପ୍ରବୀଣ କୁମାର ବ1ଣୁଆ, ଅଧ୍ୟାପକ ବୈକୁଣ୍ଠ ନାଥ ସ୍ୱାଇଂ,ସାଂସଦ ମୁନିସିପାଲଟି […]