ତୁମୁଡିବନ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଙ୍କୁ ସମ୍ୱର୍ଦ୍ଧିତ
ଫୁଲବାଣୀ(ସୁନୀଲ ପଟନାୟକ )ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ତୁମୁଡିବନ୍ଧ ଠାରେ ଗୁରୁ ଦିବସ ତଥା ଗୁରୁ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି lସାରା ଭାରତବର୍ଷରେ ସେପ୍ଟେମ୍ବର ପାଞ୍ଚ ତାରିଖକୁ ସର୍ବପଲ୍ଲୀ ରାଧାକୃଷ୍ଣ ଙ୍କ ଜନ୍ମଦିନକୁ ଗୁରୁଦିବସ ରୂପେ ପାଳନ କରୁଥିଲା ବେଳେ ତୁମୁଡିବନ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସର୍ବପଲ୍ଲୀ ରାଧାକୃଷ୍ଣଙ୍କ ଜୟନ୍ତୀ ପାଳିତ ହୋଇଛି l ଉତ୍ସବରେ ବ୍ଲକ ଶିକ୍ଷା ଅଧିକାରୀ ଜଗନ୍ନାଥ ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ ଶିଶୁମାନଙ୍କୁ ଭାରତରତ୍ନ ସର୍ବପଲ୍ଲୀଙ୍କ ବହୁମୁଖୀ ପ୍ରତିଭା […]
Odia 







































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































