ବାଲିଗୁଡା ରେ ଅହିଂସା ରଥକୁ ଭବ୍ୟ ସମ୍ବର୍ଦ୍ଧନା
ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ବ୍ଲକ ପ୍ରଶାସନ ଓ଼ ବ୍ଲକ କଳା ସଂସ୍କୃତି ସଂଘ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ବାଲିଗୁଡା – କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ରେ ବ୍ଲକ ପ୍ରଶାସନ ଓ଼ ବ୍ଲକ କଳା ସଂସ୍କୃତି ସଂଘ ପକ୍ଷରୁ ଅହିଂସା ରଥକୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି l ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଭାରତ ସ୍ୱାଧୀନତା ର 75 ବର୍ଷ ପୂର୍ତ୍ତୀ ଅବସରରେ ସ୍ୱାଧୀନତା ର ଅମୃତ ମହୋତ୍ସବ ପାଳନ ଅବସରରେ ଭୁବନେଶ୍ୱର ରୁ […]