ଜଗା ହାତରେ ତା ଭଉଣୀ ବାନ୍ଧିଛି ରାକ୍ଷୀ
ଫୁଲବାଣୀ (ସୁନୀଲ ପଟନାୟକ )ଆଜି ହେଉଛିପବିତ୍ର ରକ୍ଷା ବନ୍ଧନ l ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ଜୀବନ ସାରା ଭାଇ ଠାରୁ ସୁରକ୍ଷାର ବଚନ ନେଇଥାଏ l ଫୁଲବାଣୀ ରେ ଯୋଡ଼ା ମୁଣ୍ଡ ଶିଶୁ ଜଗା ହାତରେ ରାକ୍ଷୀ ବାନ୍ଧିଛି ତାର ସୁନା ଭଉଣୀ ସୁଭଦ୍ରା l ଜଗା ନିଜ ଭଉଣୀ ଠାରୁ ରାକ୍ଷୀ ବାନ୍ଧିବା ପରେ ବେଶ୍ ଖୁସି ଅନୁଭବ କରିଥିଲା l ଜଗାକୁ ଛାଡି କାଳିଆ ଚାଲିଯିବା ପରେ ଜଗା ଘରକୁ ସାନ […]