ନାବାଳିକା ଦୁଷ୍କର୍ମ ମାମଲାର ଅଭିଯୁକ୍ତ କୁ ୧୦ ବର୍ଷ ଜେଲ ଓ ଜରିମାନା
ଫୁଲବାଣୀ (ସୁନୀଲ ପଟନାୟକ )ଫୁଲବାଣୀ ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ତଥା ଅତିରିକ୍ତ ଜିଲ୍ଲା ଦୌରାଜଜ ଭାସ୍କର ଚନ୍ଦ୍ର ସାହୁ ଶନିବାର ୯ ବର୍ଷୀୟା ନାବାଳିକା ଦୁସ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତ ଟୁଟୁ ମିଶ୍ର କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ ସହ ପଚାଶ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି lଜରିମାନା ଅନାଦେୟ ତାକୁ ଆଉ ଅଧିକ ଛଅ ମାସ ଜେଲ ଦଣ୍ଡ ଭୋଗିବା ପାଇଁ ବିଚାରପତି ଆଦେଶ ଦେଇଛନ୍ତି। ସୁଚନା ଅନୁଯାୟୀ ଗତ ୨୦୧୭ମସିହା […]