ଅସହାୟ ମହିଳା ଙ୍କ ଶବ ସତ୍କାର* କଲା ଟିମ ହ୍ୟୁମାନୀଟି
ଫୁଲବାଣୀ (ସୁନୀଲ ପଟନାୟକ )ଶୁକ୍ରବାର ଟିମ୍ ହ୍ୟୁମାନିଟି କନ୍ଧମାଳର ସଦସ୍ୟଙ୍କ ଆଉ ଏକ ମହାନ୍ କାର୍ଯ୍ୟ ଦେଖିବାକୁ ମିଳିଛି। କନ୍ଧମାଳ ଜିଲ୍ଲାର* ଟିକାବାଲି ବ୍ଲକ ଅନ୍ତର୍ଗତ ଗୁଟିଙ୍ଗିଆ* ଗ୍ରାମ ର ୬୨ ବର୍ଷୀୟ ନାର୍ଷୁ ପାତ୍ର ନାମକ ଜଣେ ମହିଳା ଙ୍କ ଅସୁସ୍ଥତା କାରଣରୁ ମୃତ୍ୟୁ ହୋଇଥିଲା । କିନ୍ତୁ ସବ ସତ୍କାର ପାଇଁ ପାଖରେ କେହି ପରିବାର ସଦସ୍ୟ ନଥିବାରୁ । ଏଭଳି ଅସହାୟ ପରିସ୍ଥିତି ରେ ଟିମ୍ ହ୍ୟୁମାନିଟି କନ୍ଧମାଳ ର ଟିକାବାଲି ଶାଖାର […]