ଡାବୁଗାଁ ବ୍ଲକ ହଳଦୀ ଗ୍ରାମରେ ସ୍ଵତନ୍ତ୍ର ପଲ୍ଲୀସଭା ଅଭିଯାନ ଅନୁଷ୍ଠିତ
ନବରଙ୍ଗପୁର/ ଡାବୁଗାଁ(ଉଲାପ୍ର ): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଚଚରାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ହଳଦୀ ଗ୍ରାମରେ ଜନ ସଂଗଠନ ଜନ ସୁରକ୍ଷା ମଞ୍ଚ ନବରଙ୍ଗପୁର , ଓଡ଼ିଶା ଶ୍ରମଜୀବୀ ମଞ୍ଚ , ମହିଳା ଶ୍ରମଜୀବୀ ମଞ୍ଚ ଓଡ଼ିଶା ଓ ଆତ୍ମାଶକ୍ତି ଟ୍ରଷ୍ଟ ମିଳିତ ପ୍ରୟାସରେ “ଜଳ ଉତ୍ସର ବିକାଶ ଓ ନିରନ୍ତର କୃଷି” ନିମନ୍ତେ ସ୍ବତନ୍ତ୍ର ପଲ୍ଲୀସଭା ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ୱାଡ ମେମ୍ବର ଶ୍ରୀ କମଳୁ ନାୟକ ସଭାପତିତ୍ବ କରି ସଭା ପରିଚାଳନା କରିଥିଲେ […]