କନ୍ଧମାଳ ବୌଦ୍ଧିକ ଅନଗ୍ରସର ଛାତ୍ରଛାତ୍ରୀ ମାନଙ୍କୁ ଟି.ଏଲ୍.ଏମ୍.କିଟ୍ ବଣ୍ଟନ
କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲାର ବୌଦ୍ଧିକ ଅନଗ୍ରସର ଛାତ୍ରଛାତ୍ରୀମାନଙ୍କୁ ସ୍ଥାନୀୟ ଏ.ଜେ.ଓ. ଉଚ୍ଚ ବିଦ୍ୟାଳୟରେ ଟି.ଏଲ୍.ଏମ୍. କିଟ୍ ବଣ୍ଟନ କରାଯାଇଛି । ଜିଲାର ମୋଟ ୨୧୨ ଜଣ ବୌଦ୍ଧିକ ଅନଗ୍ରସର ଛାତ୍ରଛାତ୍ରୀଙ୍କୁ ଏହି କିଟ୍ ପ୍ରଦାନ କରାଯାଉଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି 9ଭାବେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲ୍ ଯୋଗଦେଇଥିବା ବେଳେ ଛାତ୍ରଛାତ୍ରୀ ମାନଙ୍କର ବୌଦ୍ଧିକ ବିକାଶ ପାଇଁ ସିକନ୍ଦରାବାଦ ସ୍ଥିତ ବୌଦ୍ଧିକ ଅକ୍ଷମତା ଥିବା ବ୍ୟକ୍ତିଙ୍କ ସଶକ୍ତିକରଣ ପାଇଁ ଜାତୀୟ ପ୍ରତିଷ୍ଠାନ […]