ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀ ଙ୍କ ଜୟନ୍ତୀ ରେ ଫୁଲବାଣୀ ଏନ.ୱାଇ.କେ ପକ୍ଷରୁ ରକ୍ତଦାନ ଶିବିର
ଫୁଲବାଣୀ (ସୁନୀଲ ପଟନାୟକ )ଫୁଲବାଣୀ ନେହରୁ ଯୁବ କେନ୍ଦ୍ର ତରଫରୁ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀ ଙ୍କ ଜନ୍ମଦିନ ପାଳନ ଉପଲକ୍ଷେ ଏକ ରକ୍ତ ଦାନ ଶିବିର ଏବଂ ଅନ୍ଯାନ୍ଯ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଅଛି। ଆଜି ବୁଧବାର ସକାଳ ୯ ଟା ସମୟରେ ସ୍ଥାନୀୟ ରକ୍ତଭଣ୍ଡାର ଠାରେ ଆୟୋଜିତ ରକ୍ତଦାନ ଶିବିରକୁ ମୁଖ୍ୟ ଅତିଥି ଭାବରେ ଫୁଲବାଣୀ ଉପ ଜ଼ିଲ୍ଲାପାଳ ଶେଷଦେବ ମିଶ୍ର ଯୋଗଦେଇ ଶିବିର କୁ ଉଦଘାଟନ କରିଥିଲେ।ଏହି ଅବସରରେ ସମ୍ମାନିତ ଅତିଥି ଭାବରେ […]