କନ୍ଧମାଳ ଜିଲ୍ଲା ସ୍ୱେଚ୍ଛାସେବୀ ମହାସଂଘ ର ଯୋଜନା ଓ ସମନ୍ୱୟ ବୈଠକ

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର ନବ ନିର୍ବାଚିତ କାର୍ଯ୍ୟ କାରିଣୀ ସଦସ୍ୟ ଓ ସଦସ୍ୟାଙ୍କ ପ୍ରଥମ ବୈଠକ ରାମ ଚନ୍ଦ୍ର ଦାସଙ୍କ ଅଧକ୍ଷତାରେ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକାରିଣୀ ବୈଠକରେ ଆଗାମି ତିନି ବର୍ଷ ପାଇଁ ମହାସଂଘର ଯୋଜନା ପ୍ରସ୍ତୁତ ହୋଇଥିବା ବେଳେ କିପରି ସାମାଜିକ ଅନୁଷ୍ଠାନ ମଧ୍ୟରେ ସମନ୍ୱୟ ରଖି କନ୍ଧମାଳ ଜିଲାର ବିକାଶ ହୋଇପାରିବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା। ମହାସଂଘର ଉପାଧ୍ୟକ୍ଷା ସାବିତ୍ରୀ ଦେବୀ, କୋଷାଧ୍ୟକ୍ଷ […]

କନ୍ଧମାଳ ଜିଲ୍ଲା ସ୍ୱେଚ୍ଛାସେବୀ ମହାସଂଘ ର ଯୋଜନା ଓ ସମନ୍ୱୟ ବୈଠକ

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର ନବ ନିର୍ବାଚିତ କାର୍ଯ୍ୟ କାରିଣୀ ସଦସ୍ୟ ଓ ସଦସ୍ୟାଙ୍କ ପ୍ରଥମ ବୈଠକ ରାମ ଚନ୍ଦ୍ର ଦାସଙ୍କ ଅଧକ୍ଷତାରେ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକାରିଣୀ ବୈଠକରେ ଆଗାମି ତିନି ବର୍ଷ ପାଇଁ ମହାସଂଘର ଯୋଜନା ପ୍ରସ୍ତୁତ ହୋଇଥିବା ବେଳେ କିପରି ସାମାଜିକ ଅନୁଷ୍ଠାନ ମଧ୍ୟରେ ସମନ୍ୱୟ ରଖି କନ୍ଧମାଳ ଜିଲାର ବିକାଶ ହୋଇପାରିବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା। ମହାସଂଘର ଉପାଧ୍ୟକ୍ଷା ସାବିତ୍ରୀ ଦେବୀ, କୋଷାଧ୍ୟକ୍ଷ […]

ଜନସଙ୍ଘ ର ପ୍ରତିଷ୍ଠାତା ଶ୍ୟାମ ପ୍ରସାଦ ମୁଖାର୍ଜୀ ଙ୍କ 23 ତମ ବଳିଦାନ ଦିବସ ପାଳିତ

ଭୁବନେଶ୍ୱର (ଉଲାପ୍ର )ଭାରତୀୟ ଜନସଂଘ ର ସଂସ୍ଥାପକ ଓ ପ୍ରଚଣ୍ଡ ରାଷ୍ଟ୍ରଭକ୍ତ ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜୁନ ୨୩ ବଳିଦାନ ଦିବସ ଠାରୁ ଜୁଲାଇ ୬ ତାରିଖ ଜନ୍ମ ଦିବସ ଦୀର୍ଘ ୧୪ ଦିନ ବ୍ୟାପୀ ବିଜେପି ନଦୀ ସୁରକ୍ଷା ସମିତି (ନମାମି ଗଙ୍ଗେ) ତରଫରୁ ସାରା ରାଜ୍ୟରେ ସମସ୍ତ ନଦୀ ଘାଟ ସଫୋଇ ସହିତ ନଦୀ ପଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଚାଲୁ ରହିଛି। ଏହି ଅବସରରେ ଆଜି କଟକ ଜିଲ୍ଲା କଣ୍ଟାପଡ଼ା ବ୍ଳକ ଅନ୍ତର୍ଗତ […]

ଫୁଟୁ କୁଲି ଛତୁ ଭାରି ସୁଆଦିଆ

ଫୁଲବାଣୀ -(ସୁନୀଲ ପଟନାୟକ)ନା ଫୁଟୁ କୁଲି ଛତୁ । ଦେଖି ବାକୁ ମାଟି ରଙ୍ଗ ଆଉ ଗୋଲଗୋଲ । ମାଟି ଭିତରୁ ଖୋଳି ବାହାର କର। ଯାଉଥିବାରୁ ଉପରରଙ୍ଗ ମାଟିଆ ଦେଖାଯାଏ । ସଫାକରିଲେ ଧଳା । ତେବେ ଖୋଳପା କୁଫଟାଇଲେ ଭିତରୁ ଅସିଲି ଛତୁ ବାହାରିଥାଏ। ଏହାକୁ ତରକାରୀ, କିମ୍ବା କଷା, ନଚେତ ପିଆଜ କଞ୍ଚାଲଙ୍କାପକାଇ ଭାଜିଲେ ଭାରି ସୁଆଦିଆ ଲାଗେ। ଯିଏ ଥରେ ଏହାର ସ୍ଵାଦ ଚାଖିଛି ସେ ସହଜରେ ଭୁଲିପାରିବନି।ବର୍ଷା ଦିନ ଆରମ୍ଭରେହିଁ […]

ମାସାନ୍ତ ସାହିତ୍ୟ କବିତା ଆସର ଅନୁଷ୍ଠିତ

ଫୁଲବାଣୀ (ସୁନୀଲ ପଟନାୟକ )ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଜ଼ିଲ୍ଲା ଲେଖକ ସାମ୍ମୁଖ୍ୟ ର ମାସାନ୍ତ ସାହିତ୍ୟ ସଭା ଓ କବିତା ଆସର ଅନୁଷ୍ଠିତ ହୋଇ ଯାଇଛି l ସାମୁଖ୍ୟ ର ସଭାପତି ଶ୍ରୀ ରବୀନ୍ଦ୍ର ନାଥ ମିଶ୍ରଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ସାହିତ୍ୟିକ କୈଳାଶ ଚନ୍ଦ୍ର ଧଳ ସମସ୍ତଙ୍କୁ ସ୍ୱାଗତ କଲା ପରେ ପ୍ରଭୁ ଜଗନାଥ ଙ୍କ ପାଖରେ ଅତିଥି ମାନେ ଦୀପପ୍ରଜ୍ବଳନ କରିଥିଲେ l ପ୍ରାରମ୍ଭରେ ବିଶିଷ୍ଠ ଚଳଚ୍ଚିତ୍ର ଓ […]

ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ପୋଲିସ ବ୍ରାଉନ ସୁଗାର କାରବାର ମାମଲା ରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଫୁଲବାଣୀ ସଦର ଏସ ଡି ପି ଓ ମହେନ୍ଦ୍ର ନାଥ ମୁର୍ମୁ ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି lଅଭିଯୁକ୍ତ ଜଣଙ୍କ ଫୁଲବାଣୀ ଅଂଚଳ ର ସ୍ବର୍ଗତ ଭଗବାନ ମହାପାତ୍ର ଙ୍କ ପୁଅ ସପନ ମହାପାତ୍ର lସପନ ପାଖରୁ ପୋଲିସ ୩. ୫ ୯ 0ଗ୍ରାମ ବ୍ରାଉନସୁଗାର ଜବତ କରିଛି l ସପନଖୋରଧା ଅଂଚଳ […]

ଅଗ୍ନିପଥ ଯୋଜନା ପ୍ରତ୍ୟାହାର ଦାବିରେ କଂଗ୍ରେସର ସତ୍ୟାଗ୍ରହ

ଆଠଗଡ,(ଉଲାପ୍ର )ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାରତୀୟ ସେନାରେ ୪ବର୍ଷିଆ ଠିକା ଯବାନ ନିଯୁକ୍ତି ନିଷ୍ପତ୍ତି ପ୍ରତ୍ୟାହାର କରିବା ଦାବିରେ ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଶାନ୍ତିପୂର୍ଣ୍ଣ ସତ୍ୟାଗ୍ରହ ଆନ୍ଦୋଳନ ପାଇଁ ନିଷ୍ପତ୍ତି ହୋଇଥିଲା। ଏହି ନିଷ୍ପତ୍ତି କ୍ରମେ ଆଜି ଆଠଗଡ ନିର୍ବାଚନ ମଣ୍ଡଳୀ କଂଗ୍ରେସ ପକ୍ଷରୁ ପୂର୍ବତନ ବିଧାୟକ ତଥା ଆଠଗଡର ବିଶିଷ୍ଟ କଂଗ୍ରେସ ନେତା ଉମା ବଲ୍ଲଭ ରଥଙ୍କ ନେତୃତ୍ବରେ ସ୍ଥାନୀୟ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ସତ୍ୟାଗ୍ରହ ସହ ପ୍ରତିବାଦ ସଭା […]

ରାଜ୍ୟସ୍ତରୀୟ ତାଇକୋଣ୍ଡୋ ରେଫରୀ କର୍ମଶାଳା

କଟକ(ଉଲାପ୍ର) କଟକ ବାରବାଟୀ ଷ୍ଟାଡିୟମ କ୍ଲବ ହାଉସଠାରେ ୨୫ ଓ ୨୬ ଦୁଇ ଦିନ ଧରି ଓଡ଼ିଶା ତାଇକୋଣ୍ଡୋ ଆସୋସିଏସନ ଏବଂ ଓଡ଼ିଶା ତାଇକୋଣ୍ଡୋ ଟ୍ରେନିଂ ସେଣ୍ଟର ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ରେଫରୀ କୋର୍ସ ଓ ରିଫ୍ରେସର କୋର୍ସ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳା ଅନ୍ତର୍ଜାତୀୟ ତାଇକୋଣ୍ଡୋ ଗ୍ରାଣ୍ଡ ମାଷ୍ଟର କ୍ଲାସ ୱ।ନ ରେଫରୀ ତଥା ଓଡ଼ିଶା ତାଇକୋଣ୍ଡୋ ଆସୋସିଏସନ୍ ସମ୍ପାଦକ ଗୋପାଳ ଚନ୍ଦ୍ର ରାୟଙ୍କ ତତ୍ତ୍ୱାବଧାନରେ ରାଜ୍ୟର ବିଭିନ୍ନ ଜିଲ୍ଲାର ପ୍ରତିଭାବାନ ବ୍ଲାକ ବେଲ୍ଟ […]

ଶିଶୁ ସମାଚାର ପକ୍ଷରୁ ମା ମାନଙ୍କ ମଧ୍ୟରେ ଝୋଟି ପ୍ରତିଯୋଗିତା

ପୁରୀ (ଉଳାପ୍ରା)ଆସନ୍ତା ଅଗଷ୍ଟ 7ରିଖ ଶିଶୁ ସମାଚାର ର ପଞ୍ଚଦସ ସ୍ଵନକ୍ଷତ୍ର ଦିବସଉପଲକ୍ଷେ ମା ମାନଙ୍କ ମଧ୍ୟରେ ଝୋଟି ପ୍ରତିଯୋଗିତା ଆଜି ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖ ରେ ଅନୁଷ୍ଠିତ ହୋଇଛି. ପ୍ରତିଯୋଗିତା କୁ ଉଦଘାଟନ କରିବାପାଇଁଉପଦେଷ୍ଟା ଚକ୍ରଧର ମହାପାତ୍ର, ବିଦୁଲତା ଆଚାର୍ଯ୍ୟ ଶିବ ସୁନ୍ଦର ମିଶ୍ର, ସାମ୍ବାଦିକ ନାରାୟଣ ଦାଶ ଅତିଥି ଭାବେ ଯୋଗ ଦେଇଥିଲେ.ଉଦଘାଟନ ସମାରୋହ କୁ ସଂଯୋଜନା କରିଥିଲେ ଆଡ଼ଭୋକେଟ ଶରତ କୁମାର ରାୟଗୁରୁ.ପ୍ରାରମ୍ଭ ରେ ଶିଶୁ ସମାଚାର ସମ୍ପାଦକ ସୁକାନ୍ତ […]

ନୂତନ ଜିଲ୍ଲାପାଳ ଙ୍କୁ ନିଆରା ଢଙ୍ଗରେ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଲା କନ୍ଧମାଳ କଳା ସଂସ୍କୃତି ସଂଘ

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ର ନୂତନ ଜ଼ିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ନିଆରା ଢଙ୍ଗରେ କନ୍ଧମାଳ ଜ଼ିଲ୍ଲା କଳା ସଂସ୍କୃତି ସଂଘ ତରଫରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି l ଏଥିରେ ଜ଼ିଲ୍ଲା ଉପ ସଭାପତି ଅକ୍ଷୟ କୁମାର କର୍ଣ୍ଣ, ଜ଼ିଲ୍ଲା ସଂଯୋଜକ ସରୋଜ କୁମାର ପାତ୍ର ଏବଂ ଉପଦେଷ୍ଠା ସଦାଶିବ ପାତ୍ର ଙ୍କ ସମେତ ୧୨ ଗୋଟି ବ୍ଲକ ର ବ୍ଲକ ଉପ ସଭାପତି ଯୋଗଦେଇଥିଲେ l କଳା ସଂଗଠନ ର କଳାକାର ମାନେ […]