ବାଲିଗୁଡା ରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଚଳିତ ବର୍ଷ ର ରଥଯାତ୍ରା କିଭଳି ଶାନ୍ତି ଓ ଶୃଙ୍ଖଳାର ସହିତ କରାଯିବ ସେ ନେଇ ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡା ଆଇଟିଡିଏ ପ୍ରକଳ୍ପ ଅଧିକାରୀ ମଧୁସୂଦନ ବେହେରାଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା | ବାଲିଗୁଡା ଏସ୍ଡିପିଓ ଜି ଆର ରାଘବେନ୍ଦ୍ର, ବାଲିଗୁଡା ଏନଏସି ଅଧ୍ଯଷ […]