ପାଗଳ କୁକୁର କାମୁଡ଼ାରେ ୪ ଆହତ : ଭୟର ଲହରୀ
ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି । ସକାଳୁ ସକାଳୁ ପାଗଳ କୁକୁର କାମୁଡ଼ାରେ ୫ ଜଣ ଆହତ ହୋଇଛନ୍ତି । କଲନୀସାହି ଗାଁର ମିରୋଜ କୁମାର ସିଂ (୩୨ବର୍ଷ) ସକାଳୁ ପରିସ୍ରା କରିବାକୁ ଯାଉଥିବା ବେଳେ ସମୟରେ ହଠାତ୍ ପାଗଳ କୁକୁର ଆସି ମିରୋଜ କୁମାର ସିଂଙ୍କୁ କାମୁଡ଼ି ଦେଇଥିଲା । ପରେ ତାଙ୍କୁ କୋଟଗଡ ଚିକିତ୍ସାଳୟକୁ ପରିବାର ଲକେ ନେଇଥିଲେ । ଗୁରୁତର ଆହତ […]