ଯୁବ ଶିକ୍ଷକଙ୍କୁ ” ପ୍ରକୃତି ବନ୍ଧୁ ପୁରସ୍କାର
ଫୁଲବାଣୀ(ସୁନୀଲ ପଟନାୟକ )ସାମାଜିକ କର୍ମୀ, ଶିକ୍ଷକ ତଥା ପରିବେଶପ୍ରେମୀ ବିପିନ୍ ବିହାରୀ ସାହୁଙ୍କୁ ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ବିଶ୍ୱ ପରିବେଶ ଦିବସ ଅବସରରେ ” ପ୍ରକୃତି ବନ୍ଧୁ ” ପୁରସ୍କାରରେ ସମ୍ମାନିତ କରାଯାଇଛି ।ଫୁଲବାଣୀ ବନଖଣ୍ଡ ସଭାଗୃହରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ମୁଖ୍ୟଅତିଥି ଫୁଲବାଣୀ ବନଖଣ୍ଡ ଅଧିକାରୀ ବିଶ୍ୱରାଜ ପଣ୍ଡା , ସମ୍ମାନିତ ଅତିଥି ଡିଏଫଓ କେନ୍ଦୁପତ୍ର ପତିତପାବନ ପରିଡା ଓ […]