କନ୍ଧମାଳରେ ୭୩ଟି ରୂପାନ୍ତରୀତ ସ୍ମାର୍ଟ ହାଇସ୍କୁଲ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭରଚୁଆଲ ମାଧ୍ୟମରେ ଉଦଘାଟିତ
କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): ଦ୍ୱିତୀୟ ପର୍ଯ୍ୟାୟ ରେ ହାତକୁ ନିଆଯାଇଥିବା କନ୍ଧମାଳ ଜିଲ୍ଲାର ୭୩ଟି ରୂପାନ୍ତରୀକରଣ ଉଚ୍ଚ ବିଦ୍ୟାଳୟକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି। କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକରେ ହାତକୁ ନିଆଯାଇଥିବା ୭୩ଟି ରୂପାନ୍ତରୀକରଣ ଉଚ୍ଚ ବିଦ୍ୟାଳୟକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି। ଚକାପାଦ ବ୍ଲକରେ ହାତକୁ ନିଆଯାଇଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ଶଙ୍କରାଖୋଲ ରେ ଏହି ଜିଲ୍ଲା ସ୍ତରୀୟ ଉଦଘାଟନୀ ଉତ୍ସବ ଅନୁଷ୍ଠିତ […]