ନନ୍ଦିନୀ ମଳିକ ହେଲେ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ପରିଷଦର ଅଧ୍ୟକ୍ଷା ପଦବୀ ନିର୍ବାଚନ ରବିବାର ପଞ୍ଚାୟତ ଭବନ ଠାରେ ଥିବା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଗଠନ କରିବା ପାଇଁ ସ୍ଥିର କରାଯାଇଥିଲା l ରବିବାର ସକାଳେ ବାଲିଗୁଡା ବ୍ଲକ ୧୫ ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟା ନନ୍ଦିନୀ ମଲିକ ନାମାଙ୍କନ ପତ୍ର ଦାଖଲ କରିଥିଲେ l ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ସମୁଦାୟ ୧୮ଟି ଜୋନ ରୁ ୧୩ଟିରେ ଜିଲ୍ଲା […]