ଓରନ୍ଦା ପଞ୍ଚାୟତରେ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥିନୀଙ୍କ ଭୋଟ ପ୍ରଚାର
ଆଠଗଡ଼ (ଉଲାପ୍ର) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ଆଠଗଡ଼ ବ୍ଲକରେ ବିଭିନ୍ନ ପ୍ରାର୍ଥୀଙ୍କ ପକ୍ଷରୁ ନିର୍ବାଚନୀ ପ୍ରଚାର କାର୍ଯ୍ୟ ଜୋର ଧରିବାରେ ଲାଗିଲାଣି । ଆଜି ପୂର୍ବାହ୍ନରେ ଜୋନ୍- ୨ର କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥିନୀ ରଞ୍ଜିତା ହେସା ଦଳୀୟ କର୍ମୀ ଓ ସମର୍ଥକଙ୍କ ଗହଣରେ ନିର୍ବାଚନୀ ପ୍ରଚାରରେ ଓରନ୍ଦା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ନିଜ ସପକ୍ଷରେ ସମର୍ଥନ ଓ ଭୋଟ ଭିକ୍ଷା କରିଥିଲେ । ଏହି ନିର୍ବାଚନୀ ପ୍ରଚାରରେ ପ୍ରତ୍ୟେକ ମତଦାତା ମାନଙ୍କ ଘରକୁ […]