ସ୍ଵେଛା ସେବୀ ସଂଗଠନ ଆବାହନପକ୍ଷରୁ ନିଶା ମୁକ୍ତ ସମାଜ ଗଠନ ସଚେତନ କର୍ମଶାଳା
ଫୁଲବାଣୀ- (ସୁନୀଲ ପଟନାୟକ)କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଆବାହନ ପକ୍ଷରୁ ନିଶା ମୁକ୍ତ ସମାଜ ଗଠନ ନେଇ ଏକ କର୍ମଶାଳାସ୍ଥାନୀୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା। ଆବାହନ ସଂଗଠନର ମୁଖ୍ୟ ଏନ. ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ବଳରାମ ସେଠି ମୁଖ୍ୟଅତିଥିଭାବେ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଡାକ୍ତର ବସନ୍ତ କୁମାର ପାତ୍ର, ଓ ସମ୍ମାନିତ ଅତିଥିଭାବେ ପ୍ରେସ କ୍ଲବ ସଭାପତି ସୁନୀଲ ପଟନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ […]