କନ୍ଧମାଳରେ ଗୁଳି ଫୁଟିଲା : ଜଣେ ଗୁରୁତର
କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ଡାକପାଲା ଅଂଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ଘଟିଛି ।ଗୁଳି ମାଡ଼ରେ ଡ଼ାକ ପାଲା ଅଂଚଳର ଅଜିତ ପ୍ରଧାନ ନାମକ ଜଣେ ଯୁବକ ଗୁରୁତର ହୋଇପଡିଥିବା କୁହାଯାଉଛି । ଅଜିତର ଛାତିରେ ଗୁଳି ବାଜିଛି । ଅଜିତକୁ ପ୍ରଥମେ ଫୁଲବାଣୀ ଜିଲ୍ଲା ମୁଖ୍ୟ ସଦର ମହକୁମା ଡାକ୍ତର ଖାନା ରେ ଭର୍ତ୍ତି କରାଯାଇଥିଲା ଓ ଅବସ୍ଥା ଗୁରୁତର ହେବାରୁ ବୁଧବାର ସକାଳୁ ବ୍ରହ୍ମପୁର ବଡ଼ ଡାକ୍ତର ଖାନାକୁ […]