ଢେଙ୍କାନାଳ ଜିଲ୍ଲାରେ ବିଶ୍ୱ ମତ୍ସ୍ୟ ଦିବସ ପାଳନ
ମତ୍ସ୍ୟ ଚାଷୀ ମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଯୋଜନା ଓ ଜିଲ୍ଲାର ସଫଳ ମତ୍ସ୍ୟ ଚାଷୀଙ୍କ କାହାଣୀ ଭିଡିଓ ମାଧ୍ୟମରେ ପ୍ରଦର୍ଶିତ ହୋଇଥିଲା।ଜିଲ୍ଲା କାର୍ଯ୍ୟାଳୟର ସହକାରୀ ମତ୍ସ୍ୟ ଅଧିକାରୀ ଶ୍ରୀମତୀ ମନ୍ଦାକିନୀମାଳା ପ୍ରଧାନ ସରକାର ଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ।ସହକାରୀ ମତ୍ସ୍ୟ ଅଧିକାରୀ ଶ୍ରୀ ଶୋଭନ ସାମଲ ସଭା ପରିଚାଳନା ସହ ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।