ଲୋକ କଳା ଗ୍ରାମ କୁମ୍ଭାରୀରେ କାର୍ତ୍ତିକ ପୂର୍ଣ୍ଣିମା ଉତ୍ସବ
ବରଗଡ଼ /(ସତ୍ୟ ନାରାୟଣ ପ୍ରଧାନ)ଲୋକ କଳା ଗ୍ରାମ କୁମ୍ଭାରୀରେ କାର୍ତ୍ତିକ ପୂର୍ଣ୍ଣିମା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ/ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ବିଜେପୁର ବିଧାୟିକା ରୀତା ସାହୁ ଯୋଗ ଦେଇ ଆମ ଓଡ଼ିଶାର ପରମ୍ପରା ଓ ସଂସ୍କୃତିକୁ ବଜାୟ ରଖିବାକୁ ସରକାରୀ ସ୍ତରିୟ ଉଦ୍ୟମ କୁ ପ୍ରଶଂସା କରିଥିଲେ। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବରପାଲି ପଞ୍ଚାୟତ ସମିତି ର […]