ଗୋଷ୍ଠୀ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୧ ଆୟୋଜିତ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୋଷ୍ଠୀ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। କରୋନା ମହାମାରୀ କବଳରୁ କିଛି ମାତ୍ରାରେ ଆଶ୍ବସ୍ତ ମିଳିଥିବାରୁ ସରକାରଙ୍କ ନିର୍ଦ୍ଦେଶ କ୍ରମେ କେବଳ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ପ୍ରଥମେ ବିଦ୍ୟାଳୟ ସ୍ତରୀୟ ଏବଂ ପରେ ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମର ଆୟୋଜନ କରାଯାଇ ଥିଲା।ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ବ୍ଲକର ପ୍ରାୟ […]