ସ୍କାଉଟ ଓ ଗାଇଡ ପ୍ରତିଷ୍ଠା ଦିବସ ପାଳିତ
ବରଗଡ଼ (ସତ୍ୟ ନାରାୟଣ ପ୍ରଧାନ)ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ ଗାଇଡ ର ପ୍ରତିଷ୍ଠା ଦିବସ ନଭେମ୍ବର ୭ତାରିଖରେ ପାଳିତ ହୋଇଥାଏ ।ଚଳିତ ବର୍ଷ ବରଗଡ଼ ଜିଲ୍ଲା ରେ ଏହି ଦିବସ ର ମହତ ଉଦ୍ଦେଶ୍ୟକୁ ବ୍ୟାପକ କରିବା ପାଇଁ ଏହାକୁ ଦୁଇ ଦିନ ଧରି ପାଳନ କରାଯାଇଥିଲା। ଜାତୀୟ ବରିଷ୍ଠ ଉପ ସଭାପତି ତଥା ରାଜ୍ୟ ମୁଖ୍ୟ କମିଶନର ଡଃ ଶ୍ରୀ କlଳିପ୍ରସାଦ ମିଶ୍ର ଙ୍କ ନିର୍ଦ୍ଦେଶରେ ଭାରପ୍ରlପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ସ୍କାଉଟ […]