ଭାଜପା ର ୮ ଘଣ୍ଟିଆ ବରଗଡ଼ ଜିଲ୍ଲା ବନ୍ଦ
ବରଗଡ଼ (ସତ୍ୟ ନାରାୟଣ ପ୍ରଧାନ)ମମିତା ମେହେର ହତ୍ୟା ଘଟଣାର ତଦନ୍ତ ରେ ପୋଲିସ ର ବାଟବଣା ଏବଂ ତୋରା ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ଘଟଣା ତଦନ୍ତରେ ଶିତଳତା ପ୍ରତିବାଦରେ ଆଜି ବରଗଡ଼ ଜିଲ୍ଲା ବନ୍ଦ କରିଥିଲେ। ଜିଲ୍ଲା ର ୧୨ ଟି ବ୍ଲକ ତଥା ଜିଲ୍ଲା ସଦର ମହକୁମା ସ୍ଥିତ ସମସ୍ତ ସରକାରୀ ବେସରକାରୀ ଅଫିସ୍, ଅନୁଷ୍ଠାନ ବନ୍ଦ୍ ରହିଥିଲା। ୬ନମ୍ବର ଜାତୀୟ ରାଜପଥ କୁ ଅତାବିରା, ବରଗଡ଼, ସୋହେଲା ଠାରେ ଭାରତୀୟ ଜନତା ପାର୍ଟିର […]