ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ: ଉଭୟଙ୍କ ମଧ୍ୟରେ ଗୁଳିବିନିମୟ : ସର୍ଚ୍ଚ ଅପରେସନ ଜୋରଦାର
ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି।ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ୍ । ସୂଚନା ପ୍ରକାରେ ଗୁଇନ୍ଦା ସୂଚନା ଆଧାରରେ ସମ୍ପୃକ୍ତ ଅଞ୍ଚଳରେ ଏସ୍ଓଜି ଜବାନ ମାନେ କୁମ୍ବିଂ ଅପରେସନ୍ ଚଳାଇଥିଲେ । ଆଜି ସକାଳ ପ୍ରାୟ ୫ଟା ୪୦ମିନିଟ୍ ସମୟରେ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ । କିଛି ସମୟ ଧରି […]