ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ଶପଥ ପାଠ ସଭା
ବରଗଡ଼ ୧୯/୮(ସତ୍ୟ ନାରାୟଣ ପ୍ରଧାନ)ଆଜି ସଦଭାବନା ଦିବସ ଅବସରରେ ଏକ ଶପଥ ପାଠ ସଭା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମନୀଷା ବାନାର୍ଜୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀ ଶପଥ ପାଠ କରାଇଥିଲେ। ସଭାରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ସହକାରୀ କଲେକ୍ଟର ସୁମତୀ ପଣ୍ଡା, ଜିଲ୍ଲା ସୂଚନା ଲୋକ ସଂପର୍କ ଅଧିକାରୀ କଲ୍ୟାଣୀ […]