ମିଡ଼ିଆ ଫୋରମ ପକ୍ଷରୁ ପଂଚାୟତ ରାଜ ମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ
ଫୁଲବାଣୀ -30/7(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲା ମିଡ଼ିଆ ଫୋରମ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ସର୍କିଟହl ଉସ ଠାରେ ପଂଚାୟତ ରାଜ ଗୃହ ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିବା ସହ ଫୋରମ ର ନୂତନ କାର୍ଯ୍ୟାଳୟ ନିର୍ମାଣ ପାଇଁ ଅର୍ଥ ଅନୁଦାନ ଯୋଗାଇ ଦେବା ପାଇଁ ଆଲୋଚନା କରିଥିଲେ l ଫୋରମ ପକ୍ଷରୁ ବିଭିନ୍ନ ସମୟରେ ପରିବେଶ ସୁରକ୍ଷା, ବୃକ୍ଷ ରୋପଣ, ସ୍ୱାସ୍ଥ୍ୟ ଶିବିର, ଆଦି ଅନେକ କାର୍ଯ୍ୟକ୍ରମ ମାନ […]