କୋଟଗଡ : ୭୨ତମ ବନ ମହୋତ୍ସବ ପାଳିତ :ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ବୃକ୍ଷରୋପଣ
ବାଲିଗୁଡ଼ା,୦୬/୦୭.(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜୁଲାଇ ୧ରୁ ବନ ମହୋତ୍ସବ ସପ୍ତାହ ଆରମ୍ଭ ହୋଇଥିବା ବେଳେ ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ କୋଟଗଡ ରେଞ୍ଜ ମାଦାଗୁଡ଼ା ପଞ୍ଚାୟତର ଝରିଘାଟି ନିକଟରେ ଥିବା ଏକ ଜଙ୍ଗଲ ଜମି ରେ ଏକ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ଉତ୍କଳ ସାମ୍ବାଦିକ ସଂଘ, ସମେତ ସ୍ଥାନୀୟ ସମସ୍ତ ସରକାରୀ ଅଧିକାରୀ, କର୍ମଚାରୀ , ଲୋକ […]