ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ ଆୟୋଜିତ ହୋଇଯାଇଛି। ପ୍ରଥମେ ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ର ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ପୁଷ୍ପ ମାଲ୍ୟାର୍ପଣ କରିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା l ଉକ୍ତ ଉତ୍ସବରେ ବିଭାଗୀୟ ମୁଖ୍ୟ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, […]