କନ୍ଧମାଳର ୱାଇଲଡ଼ ଲାଇଫ ୱାର୍ଡେନ ହେଲେ କୌଶିକ ସାହୁ
ବାଲିଗୁଡା,୦୪/୦୭.(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ୱାଇଲଡ଼ ଲାଇଫ ୱାର୍ଡେନ ଭାବେ ବାଲିଗୁଡାର ବରିଷ୍ଠ ଆଇନଜୀବି କୌଶିକ ସାହୁ ମନୋନିତ ହୋଇଛନ୍ତି | ରାଜ୍ୟ ମୂଖ୍ୟ ୱାଇଲଡ଼ ଲାଇଫ ଅଧିକାରୀ ଙ୍କ ଚିଠି ନଂ.୬୦୭୮/୨୧ ପ୍ରକାରେ ୱାଇଲଡ଼ ଲାଇଫ ୱାଡେନ ଭାବେ କୌଶିକ ସାହୁ ମନୋନୀତ ହୋଇଥିବା ବିଷୟ ବାଲିଗୁଡା ବନଖଣ୍ଡ ତରଫରୁ ଜଣାପଡିଛି l ଶ୍ରୀସାହୁ ଏଥି ପୂର୍ଵରୁ ୱାଇଲଡ଼ ଲାଇଫ ୱାଡେନ ରୂପେ ଚାରିଥର ମନୋନୀତ ହୋଇ ସୁଚାରୁ ରୂପେ କାର୍ଯ୍ୟ ସମ୍ପାଦନ କରି ଆସୁଥିଲେ […]