ଜନ ବିକାଶ ତରଫରୁ କରୋନା ସଚେତନତା ସହ ବିଭିନ୍ନ ସାମଗ୍ରୀ ବଣ୍ଟନ
ବାଲିଗୁଡା,୨୬/ ୦୫(ସଞ୍ଜୟ କୁମାର ପାଣିଗ୍ରାହୀ): ସାରା ବିଶ୍ୱ ଆଜି କରୋନା ମହାମାରୀର ଦ୍ୱିତୀୟ ଲହରରେ ଅସ୍ତବ୍ୟସ୍ତ I କରୋନାର ଦ୍ୱିତୀୟ ଲହରରେ ମଣିଷ ଜୀବନ ମୃତ୍ୟୁ ସହ ଲଢେଇ କରୁଛି I ଏ ସମୟରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସ୍ୱେଚ୍ଛାସେବୀ ଅନୁଷ୍ଠାନ ଜନବିକାଶ ତରଫରୁ ବାଦେକେତା, ଗେଗୁରିପଦର, କୁଡୁପାକିଆ, ବାରଡିକିଆ, ଗହୀଙ୍ଗିଆ, ସାରିକେତା, ସାଇନପଡା ଓ ସଲାଗୁଡା ଗ୍ରାମରେ ଆଞ୍ଚଳିକ ଭାଷା ତଥା କୁଇ ଓ ଓଡ଼ିଆ ଭାଷାରେ ଲୋକମାନଙ୍କୁ କରୋନା […]