କନ୍ଧମାଳ ଜିଲ୍ଲାରେ କାର୍ଯ୍ୟରତ ଶିଶୁ ଯତ୍ନ ଅନୁଷ୍ଠାନ ଛାତ୍ରଛାତ୍ରୀଙ୍କ କ୍ୟାରିୟର ଗଠନ ପରାମର୍ଶ ଶିବିର
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ କାର୍ଯ୍ୟରତ ଥିବା ବିଭିନ୍ନ ଶିଶୁ ଯତ୍ନ ଅନୁଷ୍ଠାନାରେ ରହି ଅଧ୍ୟୟନ କରୁଥିବା ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ କ୍ୟାରିୟର ଗଠନ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ଶିଶୁ ସୁରକ୍ଷା ୟୁନିଟର ପ୍ରତ୍ୟେକ୍ଷ ତତ୍ୱାବଧାନରେ ଛାତ୍ରଛାତ୍ରୀ ମାନଙ୍କୁ ଫୁଲବାଣୀ ଆଇ.ଟି.ଆଇ ଏବଂ ପଲିଟେକନିକ୍ କଲେଜରେ ଏହି ଶିବିର ଆୟୋଜନ କରାଯାଇଥିବା ବେଳେ ଏଥିରେ ୧୩ ଟି ଶିଶୁ ଯତ୍ନ ଅନୁଷ୍ଠାନର ୧୨୫ […]
Odia 







































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































