ବଜ୍ରପାତରେ ଚାଲିଗଲା ନାବାଳିକାଙ୍କ ଜୀବନ
ବାଲିଗୁଡା,୨୯/୦୪.(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ ବେହାଲ ହୋଇଛି। ବିଭିନ୍ନ ସ୍ଥାନରେ ବଜ୍ରପାତରେ ଏକାଧିକ ଲୋକଙ୍କ ବିଦ୍ୟୁତ୍ଚାଳିତ ସାମଗ୍ରୀ ନଷ୍ଟ ହେବା ସହ ଉକ୍ତ ବ୍ଲକ ପର୍ତ୍ତମାହା ପଞ୍ଚାୟତ ଅଞ୍ଚଳରେ ବଜ୍ରପାତରେ ଜଣେ ନାବାଳିକାଙ୍କ ଜୀବନ ଯାଇଛି। ସେହେଲେ ପେତାରବାଡ଼ି ଗ୍ରାମର ପ୍ରକାଶ ପ୍ରଧାନଙ୍କ ଝିଅ ଦିପାଳୀ(୧୧)। ଗ୍ରାମବାସୀ ଲୋକଙ୍କ କହିବା ଅନୁଯାୟୀ, ଦିପାଳୀ ତାଙ୍କ ଘର ଠାରୁ ମାତ୍ର ୨ ଶହ […]