ପୂର୍ବତନ ସାଂସଦ ସୁଗ୍ରୀଵ ସିଂ ଙ୍କ ପରଲୋକରେ ପ୍ରେସ କ୍ଲବ ଓ ଫ୍ରଣ୍ଟ ଲାଇନ ମିଡ଼ିଆ ଏସୋସିଏସନ ପକ୍ଷରୁ ଶୋକ
ଫୁଲବାଣୀ -(ସୁନୀଲ ପଟନାୟକ ) କନ୍ଧମାଳ ର ପୂର୍ବତନବିଜେ ଡ଼ି ସାଂସଦ ଓ , ପୂର୍ବତନ ମୁନିସିପାଲଟି ଅଧ୍ୟ କ୍ଷ ସୁଗ୍ରୀଵ ସିଂ ଙ୍କ ଅକାଳ ମୃତ୍ୟୁରେ କନ୍ଧମାଳ ଜିଲ୍ଲା ଫ୍ରଣ୍ଟ ଲାଇନ ମିଡିଆ ଏ ସୋସିଏସନ ପକ୍ଷରୁ କଗଭୀର ଶୋକ ବ୍ୟକ୍ତ କରାଯିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରାଯାଇଛି। ଏନେଇ ଆଜି ଫ୍ରଣ୍ଟ ଲାଇନ ମିଡ଼ିଆ ଏସୋସିଏସନ ପକ୍ଷରୁ ପ୍ରେସକ୍ଲ୍ଵବ ଠାରେ ସୁଜିତ ବେହେରା ଙ୍କ ସଭାପତି ତ୍ଵ ରେ […]