କ.ନୂଆଗାଁ ବ୍ଲକ ଅଞ୍ଚଳରେ ଅଜଣା ରୋଗ ଆତଙ୍କ
ବାଲିଗୁଡ଼ା,୧୦/୦୪.(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ୍ କଞ୍ଜାମେଣ୍ଡି ଅଞ୍ଚଳରେ ଅଜଣା ରୋଗ ଆତଙ୍କ ଦେଖାଦେଇଛି । ଗତ ଏକ ସପ୍ତାହ ମଧ୍ୟରେ ୧୦ରୁ ଉର୍ଦ୍ଧ୍ବ ଲୋକ ଆକ୍ରାନ୍ତ ହୋଇଥିବା ଅଭିଯୋଗ ହୋଇଛି । କିଛି ଲୋକ ଚିକିତ୍ସିତ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ପାଞ୍ଚଜଣ ରୋଗୀ କ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ଅନ୍ୟପଟେ ଆଉକିଛି ରୋଗୀ ଏଯାଏଁ ଡାକ୍ତରଖାନା ନ ଯାଇ ଘରେ ଚିକିତ୍ସିତ […]