ଆଠଗଡ ଗଡଜାତର ପରମ୍ପରା ବଡ଼ ନିଆରା,ଫଗୁଦଶମୀ ଠାରୁ ଚାଲେ ବାରୁଣୀ ପର୍ଯ୍ୟନ୍ତ ଚାଚେରୀ ଭୋଗ ଖିଆ
ଆଠଗଡ(ଉଲାପ୍ର)ଆଠଗଡ ଗଡଜାତର ପରମ୍ପରା ବଡ଼ ନିଆରା,କାହିଁ କେଉଁ କାଳରୁ ଚାଲି ଆସିଛି ଆଠଗଡ ଗଡଜାତ ରେ ଦୋଳପର୍ବ ଓ ପଞ୍ଚୁଦୋଳ, ଆଠଗଡ ର ତତ୍କାଳୀନ ରାଜା ବିଶ୍ୱନାଥ ଦେବବର୍ମା ଆଠଗଡ କୁ ରାଜବାଟି ଆଣିବା ପୂର୍ବରୁ ପ୍ରଥମେ ନିଜ ଅଞ୍ଚଳରୁ ଅମଳ ହୋଇ ଖମାର ରେ ଭର୍ତ୍ତି ହୋଇଥିବା ଧାନର ଗାଁ ଖମାର ନୂଆଗାଁ ରେ ଫଗୁଦଶମୀ ରେ ଭୋଗ ଖାଇଥାନ୍ତି ରାଧଗୋବିନ୍ଦ, ବିଶ୍ୱନାଥ ଯେହେତୁ ଜଣେ କୃଷ୍ଣ ଭକ୍ତ ଥିଲେ ପ୍ରାୟ ବିଭିନ୍ନ ସ୍ଥାନରେ ଗୋବିନ୍ଦ […]