ଓଡିଶା ଗତବର୍ଷ ତୁଳନାରେ ବଢ଼ିଛି ରପ୍ତାନୀ, ନଭେମ୍ବର ସୁଦ୍ଧା ୫୫ ପ୍ରତିଶତ ବୃଦ୍ଧି: ମୁଖ୍ୟମନ୍ତ୍ରୀ
ଷ୍ଟେଟ୍ ଏକ୍ସପୋର୍ଟ ଆୱାର୍ଡ ସେରମନିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି- କୌଣସି ରାଜ୍ୟର ଅର୍ଥନୀତିକ ଅଭିବୃଦ୍ଧିରେ ରପ୍ତାନୀର ବଡ଼ ଭୂମିକା ରହିଛି । ଅନ୍ତର୍ଜାତୀୟ ବ୍ୟାପାର ଓ ବାଣିଜ୍ୟରେ ଓଡ଼ିଶାର ଭଲ ଇତିହାସ ରହିଛି । କଳିଙ୍ଗର ‘ସାଧବ ପୁଅ’ ଅନ୍ତର୍ଜାତୀୟ ବଜାରରେ ଆମ ବାଣିଜ୍ୟକୁ ପୋତ୍ସାହିତ କରିଥିଲେ । ଯେଉଁ ଅତୀତ ଆମକୁ ପ୍ରେରଣା ଦିଏ । ବ୍ୟବସାୟ କରିବା, 5Tର କାର୍ଯ୍ୟକାରୀତା, ଗୁଣାତ୍ମକ ମାନ ପାଇଁ ଭିତ୍ତିଭୂମି ସାହାଯ୍ୟ […]