ଶ୍ରୀଜଗନ୍ନାଥ ମନ୍ଦିରର ସେବକଙ୍କୁ କୋଭିଡ୍ ଟିକା ପ୍ରଦାନ ଲାଗି ଅନୁରୋଧ
ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସେବକ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ କୋଭିଡ୍ ଟିକା ପ୍ରଦାନ କରାଯିବା ନେଇ ଅନୁରୋଧ କରାଯାଇଛି । ଏସମ୍ପର୍କରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଏପରିକି ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ମାଧ୍ୟମରେ ପ୍ରସ୍ତାବ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ସୂଚନା ଅନୁଯାୟୀ, କୋଭିଡ୍ ନେଗେଟିଭ୍ ପ୍ରମାଣ ବିନା ଏବେ ଭକ୍ତମାନଙ୍କୁ ଶ୍ରୀମନ୍ଦିର ପ୍ରବେଶ ପାଇଁ […]