ଗୋଆ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ-2020ର ପାନରୋମା ପାଇଁ ନୀଳମାଧଵ ପଣ୍ଡାଙ୍କ ପ୍ରଥମ ଓଡ଼ିଆ ସିନେମା ‘କାଲିର ଅତୀତ’ ମନୋନୀତ
ଓଡିଶା ପାଇଁ ଏକ ଖୁସି ଓ ଗୌରବର ଖବର | ଭାରତ ସରକାରଙ୍କ ଦ୍ୱାରା ଆୟୋଜିତ ଗୋଆ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସଵର ପାନରମାରେ ଅନ୍ତର୍ଜାତିକ ନିର୍ମାତା ଓ ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡାଙ୍କ ପ୍ରଥମ ଓଡ଼ିଆ ସିନେମା ‘କାଲିର ଅତୀତ’ ମନୋନୀତ ହୋଇଛି | କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର ଏହି ସୂଚନା ଦେଇଛନ୍ତି |ଓଡିଶାର ଜନଜୀବନରେ ପ୍ରକୃତି ସହିତ ସଂଘର୍ଷ ଏକ ନିତିଦିନିଆ କଥା | ଶହ ଶହ ବର୍ଷ […]