ଗୋଛାପଡା ପୋଲିସ କୁ ମିଳିଲା ସଫଳତା, ଦଶ କୁଇଣ୍ଟାଲ ରୁ ଊର୍ଧ୍ଵ ଗଂଜେଇଜବତ

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଗୋଛାପଡା ପୋଲିସକୁ ମିଳିଛି ବଡ଼ ସଫଳତା lକନ୍ଧମାଳ ଏସପି ଶୁଭେନ୍ଦୁ କୁମାର ପାତ୍ର ଙ୍କ ନିର୍ଦେଶ କ୍ରମେ ଗୋଛାପଡା ଥାନା ଅଧିକାରୀ ରଂଜିତ କୁମାର ମୁନି ଙ୍କ ନେତ୍ତୃତ୍ଵରେ ପୋଲିସ ଟିମ କୁମେଲ ସିଙ୍ଗ ଗ୍ରାମ ରପ୍ରବେଶ ଡିଗାଲ ଙ୍କ ଘର ଉପରେ ଚଢ଼lଉ କରି ଦଶ କୁଇଣ୍ଟାଲ ଗଂଜେଇ ଜବତ କରିଛି l ବହୁ ପରିମାଣ ର ଗଂଜେଇ ଚୋରା ଚାଲାଣ କରିବା ଲାଗି ମହଜୁଦ ରଖା ଯାଇଥିବା ନେଇ […]

ଫୁଲବାଣୀ ରିଜର୍ଭପଡ଼ିଆରେ ୮୮ ତମପୋଲିସ ପ୍ରତିଷ୍ଠା ଦିବସ

ଫୁଲବାଣୀ( ଉଲ୍ଲାପ୍ର )ଶନିବାର ଫୁଲବାଣୀ ସ୍ଥିତ ପୋଲିସ ରିଜର୍ଭପଡିଆଠାରେ ୮୮ତମ ପୋଲିସ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଛି। ଏହି ଅବସରରେ ଆୟୋଜିତ ଉତ୍ସବରେ କନ୍ଧମାଳ ଏସପି ଶୁଭେନ୍ଦୁ କୁମାର ପାତ୍ର ମୁଖ୍ୟଅତିଥି ରୁପେ ଯୋଗଦେଇ ଅଭିବାଦନ ଗ୍ରହଣ କରିବା ସହ ପୋଲିସ ସର୍ବଦା ନିଷ୍ଠା, ଆନ୍ତରୀକତା ଓ ଉସ୍ପର୍ଗୀକୃତ ମନୋଭାବ ନେଇ କାର୍ଯ୍ୟ କରି ସମସ୍ତଙ୍କ ପଶସାଂ ଭାଜନ ହେବାଲାଗି ପରାମର୍ଶ ନେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସପି ଲଳିତ କୁମାର ପଟନାୟକ,ଏସିଡି ପିଓ […]

ଜିଲ୍ଲା ସ୍ତରୀୟ୮ ୮ ତମ ଉତ୍କଳ ଦିବସ ପାଳିତ

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲାରେ ୮ ୮ ତମ ପବିତ୍ର ଉତ୍କଳ ଦିବସ ପାଳିତ ହୋଇଥିଲା lସକାଳୁ ସକାଳୁ ସହରରେ ଥିବା ଗୋପବନ୍ଧୁ, ମଧୁବାବୁ ପ୍ରତି ମୂର୍ତ୍ତି ରେ ଜ଼ିଲ୍ଲାପରିଷଦ ଅଧ୍ୟକ୍ଷା ସୁଶ୍ରୀ ନନ୍ଦିନୀ ମଲିକ, ଜ଼ିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ପୌର ପରିଷଦ ନିର୍ବାହୀ ଅଧିକାରୀ ବଳଦେବ ବେହେରା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଭାକର ମହାରଣା, ପ୍ରେସ କ୍ଲବ ସଭାପତି ତଥା ବରିଷ୍ଠ ସାମ୍ବାଦିକ […]

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଜୋରିମାନା

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ ସହ ୩୦,୦୦୦ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି ବିଚାରପତି । ୧୨ଜଣ ସାକ୍ଷୀ ବୟାନ ଆଧାରକୁ ଵିଚାର କରି ଏଭଳି ରାୟ ଶୁଣାଇଛନ୍ତି କୋର୍ଟ । ଜରିମାନା ଅନାଦେୟ ଆଉ ଅଧିକ ୩ ମାସ କାରାଦଣ୍ଡ […]

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ
ଇନ୍ଦୋର ଫେରନ୍ତା ଆଦିବାସୀ ଯୁବକ ଯୁବତୀ ଙ୍କୁ ସମ୍ବର୍ଧନା

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର ରେ ସ୍ଥାନୀୟ ବନାନୀ କଳା ସଙ୍ଗମ ପରିସରରେ ନେହୁରୁଯୁବ କେନ୍ଦ୍ରର ବରିଷ୍ଠ ସ୍ବେଛାସେବୀ ସତ୍ୟ ବାନ ଦଳ ବେହେରା ଙ୍କ ସଭାପତିତ୍ୱ ରେଅନୂଷ୍ଠିତ ସଭାରେମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ, ପ୍ରେସ କ୍ଲବ ସଭାପତି […]

୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡାରେ ମାର୍ଚ୍ଚ ୩୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି l ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ବର୍ଷ ପୂର୍ତ୍ତି ଅବସରରେ ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୯ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ l ଏ ନେଇ […]

ସମବାୟ ବ୍ୟାଙ୍କ ସେବା ଓ କୃଷି ଋଣ କର୍ମଶାଳା ଆୟୋଜିତ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ସମବାୟ ସମିତି ପରିସର ରେ ବାଲିଗୁଡା ସମବାୟ ସମିତି ସମୁହର ତିନୋଟି ପଞ୍ଚାୟତ ରେବିଙ୍ଗିଆ,ବାରଖମା,ସୁଡ୍ରାର ମହିଳା/ପୁରୁଷ ଓ ଚାଷୀ ସମୁହ କୁ ନେଇ ସମବାୟ ବ୍ୟାଙ୍କ ସେବା ଓ କୃଷିଋଣ କର୍ମଶାଳା ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୂଖ୍ୟ ଅତିଥି ଭାବେ ସ୍ଥାନୀୟ ବୈାଦ୍ଧ ବ୍ୟାଙ୍କ ଶାଖା ପରିଚାଳକ ଅନୁପମ ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସମବାୟ ସମିତି […]

ପିକଅପ ଭ୍ୟାନ ସହ ଗଞ୍ଜେଇ ଜବତ :ଦୁଇ ଜଣ ଗିରଫ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ତରଫରୁ ମାରୁତି ପଲ୍ଲୀ ଛକରେ ଥାନା ଅଧିକାରୀଙ୍କ ଙ୍କ ସମେତ ସଦଳବଳ ପାଟ୍ରୋଲିଂ କରୁଥିବା ସମୟରେ ଏକ ପିକଅପ ଭ୍ୟାନ ଗାଡି ନଂ ଓଡି- ୦୨-ବିଏମ- ୨୬୫୨ କୁଡୁତୁଲି ଆଡୁ ଆସୁଥିଲା l ସେହି ଗାଡିକୁ ପୋଲିସ ଅଟକାଇ ବାରୁ ସେ ଗାଡି ନ ରହି ପଳାଇ ଯାଉଥିଲା ବେଳେ ଷ୍ଟାଫ ମାନେ ଗାଡି କୁ ଧରିବାରେ ସକ୍ଷମ ହୋଇଥିଲେ l ଚେକ କରିବାରୁ […]

ବାଲିଗୁଡା : ନିମ୍ନ ମାନର ଖାଦ୍ୟ ଅଭିଯୋଗରେ ହଷ୍ଟେଲ ଛାଡ଼ିଲେ ୫୦ରୁ ଉର୍ଦ୍ଧ୍ବ ଅନ୍ତେବାସୀ

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ) ନିମ୍ନ ମାନର ଖାଦ୍ୟ ପରିବେଷଣ ଅଭିଯୋଗରେ ହଷ୍ଟେଲ ଛାଡ଼ିଲେ ୫୦ରୁ ଉର୍ଦ୍ଧ୍ବ ଅନ୍ତେବାସୀ । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଖମଣଖୋଲ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ । ସୂଚନା ପ୍ରକାରେ ଖମଣଖୋଲ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ପ୍ରାୟ ୮୦ଜଣ ଆଦିବାସୀ ଛାତ୍ରୀ ରହି ପାଠ ପଢୁଥିବା ଜଣାପଡ଼ିଛି । ସରକାର ଆଦିବାସୀ ଛାତ୍ରଛାତ୍ରୀମାନଙ୍କୁ ସ୍କୁଲ ମୁହାଁ କରିବା ସହ ଉଚ୍ଚ ଶିକ୍ଷିତ କରିବା […]

ଫୁଲବାଣୀ ପୋଷ୍ଟ ଅଫିସ ରେ ଜାଲ ସାର୍ଟିଫିକେଟ ରେ ଚାକିରୀ ଅଭିଯୋଗ

ଫୁଲବାଣୀ,ରାଜ୍ୟରେ ବିଭିନ୍ନ କାର୍ଯ୍ୟାଳୟ ରେ ଜାଲ ସାର୍ଟିଫିକେଟ ବଳରେ ଚାକିରୀ କରୁଥିବା ଅଭିଯୋଗ ରେ ମାମଲା ରୁଜ୍ଜୁ ହୋଇଥିବାବେଳେକନ୍ଧମାଳ ମଧ୍ୟ ବାଦ ପଡିନି l ପୂର୍ବରୁ ଜିଲାରେ ଶିକ୍ଷା ବିଭାଗ ରେ ଜାଲ ଶିକ୍ଷାଗତ ଯୋଗ୍ୟତା ସାର୍ଟିଫିକେଟ ରେ ଚାକିରୀ କରିଥିବା ଅଭିଯୋଗ ରେ କେତେଜଣ ଧରାପଡିଥିବା ବେଳେ ଜାଲ ଜାତିଗତ ପ୍ରମାଣ ପତ୍ର ମାଧ୍ୟମ ରେ ବି ଚାକିରୀ କରିଥିବା ଶତାଧିକ କର୍ମଚାରୀ ଧରା ପଡି ଜେଲ ଯାଇଛନ୍ତି l ଏବେ କେନ୍ଦ୍ର ସରକାର ଙ୍କ […]